ଓଡିଶା

ଅଗଷ୍ଟ ୨୧ରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ ମହାମାରୀ କରୋନା ପାଇଁ ରାଜ୍ୟ ସରକାର ଆଡମିଶନ ଫିକୁ କମ କରିଛନ୍ତି । ଛାତ୍ରଛାତ୍ରୀ ସାମସ ସେଣ୍ଟର ଜରିଆରେ ଅନଲାଇନରେ ଆବଦନ କରିପାରିବେ । ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି ୨୦୦ ଟଙ୍କା ରହିଥିବା ବେଳେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ୧୦୦ ଟଙ୍କା ରହିଛି । ସେପ୍ଟେମ୍ବର ୯ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Related posts

ଶୁଭଲକ୍ଷ୍ମୀ ସସପେନ୍ସ ; ସାମ୍ନାକୁ ଆସିଲା ବ୍ୟବଛେଦ ରିପୋର୍ଟ 

mahabharatanews

ବିଜେପିରେ ଯୋଗ ଦେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

mahabharatanews

‘ଜିରୋ ଏଫ୍ ମିଶନ’ ଉପରେ ଗୁରୁତ୍ୱ 

mahabharatanews