ଓଡିଶା

ଆଜିଠୁ ଆରମ୍ଭ ଯୁକ୍ତ୨ ନାମଲେଖା ପ୍ରକ୍ରିୟା

(ଭୁବନେଶ୍ୱର) : ଆଜିଠୁ ଆରମ୍ଭ ଯୁକ୍ତ୨ ନାମଲେଖା । ଆଗ୍ରହୀ ଛାତ୍ରଛାତ୍ରୀ ଜୁନ୍‌ ୨୦ ସୁଦ୍ଧା ନାମ ପଞ୍ଜୀକରଣ କରିପାରିବେ ଏବଂ ଜୁନ୍‌ ୨୮ ପୂର୍ବାହ୍ନ ୧୧ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷରେ ନାମଲେଖା ପ୍ରକ୍ରିୟା ସୋମବାରରୁ ଆରମ୍ଭ ହେଉଛି।

ଛାତ୍ରଛାତ୍ରୀଙ୍କ ନାମଲେଖା ଜୁନ୍‌ ୨୯ରୁ ଜୁଲାଇ ୫ ମଧ୍ୟରେ ଅନୁଷ୍ଠିତ ହେବ। ଜୁଲାଇ ୧୩ରେ ଦ୍ବିତୀୟ ମେଧା ତାଲିକା ପ୍ରକାଶ ପାଇବ ଏବଂ ୧୪ରୁ ୧୭ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ରିପୋର୍ଟିଂ କରିବେ। ସ୍ପଟ୍‌ ନାମଲେଖା ପାଇଁ ଜୁଲାଇ ୧୯ରୁ ୨୧ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଚଏସ୍‌ ଲକିଂ କରିପାରିବେ। ଜୁଲାଇ ୨୬ରେ ସ୍ପଟ୍‌ ‌ସିଲେକ୍ସନ ତାଲିକା ପ୍ରକାଶ ପାଇବ।

Related posts

ବୃଦ୍ଧି ପାଇଲା ଅମୁଲ କ୍ଷୀର ଦର

mahabharatanews

୧୬ ରୁ ୧୯ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭ।ବନା

mahabharatanews

 ୨୪ ଘଣ୍ଟାରେ ରାଜ୍ୟରେ୧୩୪୧ ନୂଆ ଆକ୍ରାନ୍ତ ଚିହ୍ନଟ

mahabharatanews