ଓଡିଶା

ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ

ଥମିବାର ନାଁ ଧରୁନାହିଁ ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ। ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅର୍ପିତା। ସୌମେଶ ଶତପଥିଙ୍କ ସହ ମିଳିତ ଆବେଦନ କରିଛନ୍ତି ଅର୍ପିତା। ସୌମେଶ, ଅର୍ପିତାଙ୍କ ସମେତ ୯ ଜଣଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି ହ୍ୟୁମାନଙ୍କ ମା।

ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି। ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା। ହ୍ୟୁମାନ ସାଗରଙ୍କ ମୃତ୍ୟୁ  ମାମଲାରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ମମାଲା ରୁଜୁ କରିଥିଲେ ହ୍ୟୁମାନଙ୍କ ମାଆ ସେଫାଳି ସୁନା।

Related posts

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

mahabharatanews

ପାରା-କୁକୁର ଛୁଆ ବନ୍ଧୁତ୍ୱ, ସୋସିଆଲ ମିଡିଆରେ ଭାଇରାଲ

mahabharatanews

୩ ଦିନରେ ଅମାନିଆଙ୍କଠୁ ୭୦ ହଜାର ଟଙ୍କା ଜରିମାନା ଆଦାୟ

mahabharatanews