ଭାରତ

ହାଇକୋର୍ଟର ଦ୍ୱାରସ୍ତ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲା । ସିବିଆଇ ଗିରଫକୁ ଚାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି କେଜ୍ରିୱାଲ । ମଦ ଦୁର୍ନୀତି ସହ ଜଡିତ ଟଙ୍କା ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ । ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲ ବର୍ତ୍ତମାନ ତିହାର ଜେଲରେ ନ୍ୟାୟିକ ହେପାଜତରେ ରହିଛନ୍ତି ।

Related posts

ଅଚାନକ ଭୁଶୁଡିଗଲା ଇନଡୋର ଷ୍ଟାଡିୟମ

mahabharatanews

ମହୁଆ ମୈତ୍ରାଙ୍କ ଆବେଦନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି 

mahabharatanews

ଓଜନିଆ ଯୋଗାଯୋଗ ସାଟେଲାଇଟ୍‌ ଉତ୍‌କ୍ଷେପଣ କରିବ ‘ଇସ୍ରୋ’

mahabharatanews