ଓଡିଶା

ଖଲ୍ଲିକୋଟରେ ରାଜନୈତିକ ହିଂସା; ୮ ଗୁରୁତର

(ଖଲ୍ଲିକୋଟ)ଖଲ୍ଲିକୋଟରେ ରାଜନୈତିକ ହିଂସା । ବିଜେପି ଓ ବିଜେଡି କର୍ମୀ ହଣାହଣି ହୋଇଛନ୍ତି । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଉଭୟ ପକ୍ଷର ୮ଜଣ ଗୁରୁତର ଆହତ ହୋଇଛନ୍ତି ।ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଚିକିତ୍ସାଧିନ ଅବସ୍ଥାରେ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାହାକୁ ନେଇ ଖଲ୍ଲିକୋଟରେ ତୀବ୍ର ଉତେଜନା ସୃଷ୍ଟି ହୋଇଛି । ଏନେଇ ବିଜେପି ପକ୍ଷରୁ ଥାନା ଅଧିକାରୀଙ୍କୁ ଅଭିଯୋଗ କରିଥିଲେ ।

Related posts

ଛୁଟି ନ ମିଳିବାରୁ ଆତ୍ମହତ୍ୟା କଲେ ଅଗ୍ନିଶମ କର୍ମଚାରୀ !

mahabharatanews

ଆଜି ୪୫ଟି ଜାଗାରେ ପୁନଃ ମତଦାନ

mahabharatanews

ଗୋଚାଲାଣକାରୀଙ୍କ ଗୁଳି ମାଡ଼ରେ ଦୁଇଜଣ ଗୋସେବକଗୁରୁତର ଆହତ

mahabharatanews