ରାସ୍ତାରୁ ଉଠେଇ ନେଇ ମହିଳାଙ୍କୁ ଦୁଷ୍କର୍ମ ,ଅଭିଯୁକ୍ତ ଗିରଫ
(ସତ୍ୟନାରାୟଣ ପାଲ)ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲାର ପିଛା ଛାଡ଼ୁନି ଦୁଷ୍କର୍ମ ଭଳି ଲଜ୍ୟାଜନକ ଘଟଣା। ଝାରପୋଖରିଆ ଥାନା ନିକଟ ଘିଆଯୋଡି ଗ୍ରାମର କିଚକେଶ୍ୱରୀ ଦେହୁରୀ(୩୩ବର୍ଷ)ଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ କରିଛି ପୋଲିସ। ଗତକାଲି ରାତିରେ ମହିଳାଙ୍କ...
