ଓଡିଶା

 ମହାପ୍ରଭୁଙ୍କର ବଡ଼ମହାସ୍ନାନ

(ପୁରୀ) : ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ହେଲା ବଡ଼ମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ।

ସୂଚନାନୁଯାୟୀ , ଭିତରକାଠ ନିକଟ ଧୁକୁଡ଼ି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳାଳତୀ ପୂର୍ବରୁ ନିତି ଅଟକିଥିବା ଜଣାପଡ଼ିଛି। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ।ମହାପ୍ରଭୁଙ୍କ ବଗ ମହାସ୍ନାନ ହେବା ପରେ ନିତି ଆଗକୁ ବଢିବ ବୋଲି ଜଣାପଡ଼ିଛି।

Related posts

 ସ୍ୱଚ୍ଛ ସର୍ବେକ୍ଷଣ- ୨୦୨୩ ଓ ଇଣ୍ଡିଆନ ସ୍ୱଚ୍ଛତା ଲିଗ୍ ସମ୍ବଦ୍ଧୀୟ ଏକ କର୍ମଶାଳା ଅନୁଷ୍ଠିତ

mahabharatanews

ସ୍ଥିର ରହୁନି ସୁନାରୁପା ଦର, ପୁଣି ମହଙ୍ଗା ହେଲା ରୁପା

mahabharatanews

ଡ୍ରାଇଭରକୁ ମହାନଦୀକୁ ଠେଲି ଟ୍ରକ୍‌ ଚୋରି କରିବା ଘଟଣା , ମାସେ ପରେ ବନ୍ଧା ହେଲେ ୫ ଜଣ

mahabharatanews