ଓଡିଶା

ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ବାଲେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ରେଡ୍ । ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ  । ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଛାନଭିନ୍ । ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ତେବେ ଏହି ଚଢାଉରେ ଏକାଧିକ ଅଫିସର ସାମିଲ ଅଛନ୍ତି। ୨ ଡିଏସପି, ୪ ଇନସ୍ପେକ୍ଟରଙ୍କ ନେତୃତ୍ବରେ ଚଢାଉ କରାଯାଇଥିବା ସୂଚନା ରହିଛି।

Related posts

ମେଗା ଜଳ ପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କର ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews

ସନ୍ଦେହ ଜନକ ଅବସ୍ଥାରେ ମାନସିକ ବିକୃତ ମହିଳାଙ୍କ ମୃତଦେହ ଉଦ୍ଧାର

mahabharatanews

ଆଜି ଓଡିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼୍‌ଗେ

mahabharatanews