ଓଡିଶା

ଆଜି ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍

(ପୁରୀ) : ଆଜି ରାଜ୍ୟରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ ଓ ହାୱଡା ମଧ୍ୟରେ ଚଳାଚଳ କରିବ ।  ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏଥିଲାଗି ପୁରୀ ରେଳ ଷ୍ଟେସନରେ ପ୍ରସ୍ତୁତି ସରିଛି ।

ସୂଚନାନୁଯାୟୀ ,ଷ୍ଟେସନ୍‌କୁ ସଜା ଯାଉଛି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି । ପ୍ରତିଦିନ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୨୫ରେ ପୁରୀରେ ପହଞ୍ଚିବ। ଗତ ଏପ୍ରିଲ ୨୮ ଓ ମେ’ ୭ ତାରିଖରେ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଦୁଇ ଦୁଇ ଥର ସଫଳ ଟ୍ରାଏଲ ରନ୍ ହୋଇସାରିଛି ।

Related posts

ଶ୍ରୀକ୍ଷେତ୍ରରେ ଆରମ୍ଭ ଭିଡ଼:  ୭୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ 

mahabharatanews

୫୮ଜଣ ଶ୍ରମିକଙ୍କୁ ସୀମାନ୍ତ ମୋଟୁ ଠାରେ ଡାକ୍ତରୀ ପରୀକ୍ଷା ପରେ କ୍ୱାରେଟାଂଇନ ଗୃହକୁ ପଠାଗଲା

mahabharatanews

କାଲିଠାରୁ ପାସ୍ ନ ଥିଲେ ଗଡିବନି ଗାଡି

mahabharatanews