ଓଡିଶା

ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ଗୁଇନ୍ଦା ବ୍ୟୁରୋ ଅଫିସ୍ ସିଲ୍

(ଅନୁସୁୟା ସାମଲ): ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ଗୁଇନ୍ଦା ବ୍ୟୁରୋ ଅଫିସ୍ ସିଲ୍ ହୋଇଥିବା ନେଇ ସୂଚନା ମିଳିଛି । କେନ୍ଦ୍ରୀୟ ଗୁଇନ୍ଦା ବ୍ୟୁରୋ ଅଫିସର ଜଣେ କର୍ମଚାରୀ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ଏହାପରେ ସମ୍ପୂର୍ଣ୍ଣ ଅଫିସକୁ ୧୪ ଦିନ ପାଇଁ ସିଲ୍ କରି ଦିଆଯାଇଛି।
ସଂକ୍ରମଣ ଆଶଙ୍କାରେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କ ସମେତ କାର୍ୟ୍ୟାଳୟର ଅନ୍ୟ ସମସ୍ତ କର୍ମଚାରୀ ମଧ୍ୟ ହୋମ୍ କ୍ୱାରେଣ୍ଟାଇନରେ ରହିଥିବା ସୂଚନା ମିଳିଛି। ଅଫିସକୁ ସିଲ କରି ଦିଆଯାଇଥିବା ବେଳେ ସମସ୍ତଙ୍କ ସ୍ୱାବ୍ ନମୂନା ସଂଗ୍ରହ କରାଯିବ ବୋଲି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୂରୀ କହିଛନ୍ତି।

Related posts

କମୁଛି ସଂକ୍ରମଣ , ଆଜିଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ କର୍ଫ୍ୟୁ

mahabharatanews

ସାଧାରଣତନ୍ତ୍ର ଦିବସ: ଦିଲ୍ଲୀରେ ୪ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡାକଡି

mahabharatanews

ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

mahabharatanews