ଓଡିଶା

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି, ଶିକ୍ଷା, ସ୍ବାସ୍ଥ୍ୟସେବାଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା ବୋଲି କହିଲେ ମୁଖ୍ୟମନ୍ତ୍ରୀ ।

Related posts

 ଚାତକ ପରି ଚାହିଁ ବସିଛି ରୁପାର ସିଂହଦ୍ବାର

mahabharatanews

“ରାଜ୍ୟ ସରକାରଙ୍କ ଇନପୁଟ୍ ସବସିଡି ଘୋଷଣା ନିର୍ବାଚନ ଭୟରେ ଏକ ପ୍ରହେଳିକା” – ପୃଥ୍ୱୀରାଜ ହରିଚନ୍ଦନ

mahabharatanews

ଅଗଷ୍ଟ ୧ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

Leave a Comment