ଓଡିଶା

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି, ଶିକ୍ଷା, ସ୍ବାସ୍ଥ୍ୟସେବାଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା ବୋଲି କହିଲେ ମୁଖ୍ୟମନ୍ତ୍ରୀ ।

Related posts

ଆଜି ରାଜ୍ୟରେ୧୦୭ କ୍ୱାରେଣ୍ଟାଇନ କେନ୍ଦ୍ରର, ୫ ଲୋକାଲ

mahabharatanews

ବଡ଼ପାଟଣା ଗ୍ରାମପଂଚାୟତର ବିଭିନ୍ନ ସ୍ୱଂୟ ସହାୟକ ଗୋଷ୍ଠୀ ସହାୟତାରେ ରନ୍ଧାଖାଦ୍ୟ ବଣ୍ଟନ

mahabharatanews

ମଦ୍ୟପଙ୍କ ପ୍ରାଦୁର୍ଭାବରେ ଅତିଷ୍ଠ ଜନତା

mahabharatanews