ଭାରତ

ତାଇୱାନରେ ଅଧିକ ଶକ୍ତିଶାଳୀ ଭୂକମ୍ପ

(ତାଇୱାନ): ବୁଧବାର ଦିନ ତାଇୱାନରେ ରିକ୍ଟର ସ୍କେଲରେ ୭.୪ ତୀବ୍ରତା ବିଶିଷ୍ଟ ଏକ ଭୂକମ୍ପ ହୋଇ ଜାପାନର ୟୋନାଗୁନି ଦ୍ୱୀପରେ ସୁନାମି ସୃଷ୍ଟି ହୋଇଛି। ୧୯୯୯ ମସିହାରେ ହୋଇଥିବା ୭.୨ ତୀବ୍ରତା ବିଶିଷ୍ଟ ଭୂକମ୍ପଠାରୁ ବି ଏହା ଅଧିକ ଶକ୍ତିଶାଳୀ।

ସୂଚନାନୁଯାୟୀ, ୨୫ ବର୍ଷ ଭିତରେ ତାଇୱାନ ଅନୁଭୂତ ହୋଇଥିବା ସବୁଠାରୁ ଅଧିକ ଶକ୍ତିଶାଳୀ ଭୂକମ୍ପରେ ପ୍ରାୟ ୨୫୦୦ ଲୋକ ମୃତ୍ୟୁ ବରଣ କରିଥିବା ବେଳେ ୧୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଫିଲିପାଇନ୍ସ ମଧ୍ୟ ସୁନାମି ନେଇ ସତର୍କ କରାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳକୁ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି । ଜାପାନ ପାଣିପାଗ ଏଜେନ୍ସି ପୂର୍ବାନୁମାନ କରିଛି ଯେ ଭୂମିକମ୍ପ ପରେ ୯.୮ ଫୁଟ ପର୍ଯ୍ୟନ୍ତ ସୁନାମି ଆସିବ ।

Related posts

ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସାଧ୍ୱୀ ସତୀଶ ସୈଲ

mahabharatanews

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଲେ ଲକ୍ଷ୍ୟ ସେନ

mahabharatanews

ଖରାପ ପଦର୍ଶନ ପାଇଁ ହୋଇପାରେ ନେତୃତ୍ୱ ବଦଳି ।

mahabharatanews