Accidentଓଡିଶାଦୁର୍ଘଟଣା

ବାଇକକୁ ପିଟିଲା ଟ୍ରକ, ବାଇକ ଆରୋହୀ ମୃତ

ନୂଆପଡା: କୋମନା ଥାନା ଘୋଟସରସ୍ଥିତ ୩୫୩ ଜାତୀୟ ରାଜପଥ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ । ସୂଚନା ଅନୂଯାୟୀ କୋମନା ଥାନା ଘୋଟସର ନିକଟରୁ ଏକ ଟକ୍ର ଦ୍ରୁତଗତିରେ ଆସୁଥିବାରୁ ବାଇକକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବାଇକ୍ ଆରୋହୀ ବୋଡ଼େନ ଥାନା କିରେକେଲା ଟାଙ୍ଗିରୀ ପଡ଼ାର ଟଙ୍କଧର ମାଝୀ ବୋଲି ଜଣାପଡ଼ିଛି । କୋମନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

Related posts

୩ ଶହ ତଳେ ରହିଛି କରୋନା ସଂକ୍ରମଣ; ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ୍ର

mahabharatanews

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ

mahabharatanews

ବିଚ୍ଛିନ୍ନାଞ୍ଚଳରେ ପୁଣି ଲାଗିଲା ମାଓ ପୋଷ୍ଟର

mahabharatanews