ଭାରତ

ଆଜି ବିଜେପିର କୋର କମିଟି ବୈଠକ

(ଦିଲ୍ଲୀ) : ଲୋକସଭା ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟିର କୋର କମିଟିର ବୈଠକ ଆଜି ଦିଲ୍ଲୀ‌ରେ ଡକାଯାଇଛି। ଏହି ବୈଠକରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଦେଶ ଅଧ୍ୟକ୍ଷ ଭୂପେନ୍ଦ୍ର ଚୌଧୁରୀ ବି ସାମିଲ୍‌ ‌ହେବେ।

ସୂଚନାନୁଯାୟୀ ,  ଦୁଇଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ପାଇଁ ବିଜେପି ଲୋକସଭା ପ୍ରାର୍ଥୀ ଘୋଷଣା କରିଛି । ଏଥିରେ ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା ହୋଇନଥିଲା । ତେଣୁ ଆଜିର ବୈଠକ ଉପରେ ନଜର ରହିଛି । ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନିର୍ବାଚନ କମିଟି ବୈଠକ ବସିଥିଲେ । ଏଥିରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା କୁହାଯାଇଛି । ଗତକାଲି ମଧ୍ୟ ବିଜେପି କାର୍ଯ୍ୟାଳୟରେ ବରିଷ୍ଠ ନେତାମାନେ ବସି ଆଲୋଚନା କରିଥିଲେ ।

Related posts

ଭୂକମ୍ପ ଝଟ୍‌କାରେ ଥରିଲା ଇଣ୍ଡୋନେସିଆ

mahabharatanews

ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୪୨୨ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଅଚାନକ ଘାଟିରୁ ଖସିଗଲା ବସ , ୨୭ ମୃତ

mahabharatanews