ଓଡିଶା

ସମୀରଙ୍କୁ ବିଜେପି ରାଜ୍ୟ ମୁଖପାତ୍ର ନିଯୁକ୍ତି 

(ଭୁବନେଶ୍ୱର) : ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି ।

ସୂଚନାନୁଯାୟୀ , ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ତାଙ୍କୁ କାକଟପୁର, ନିମାପଡା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ବିଶେଷ ଭାବେ ପ୍ରଦାନ କରାଯାଇଛି।

Related posts

 ୬୭ଟି ‘ଆମ ହସ୍ପିଟାଲ’ ଲୋକାର୍ପିତ

mahabharatanews

ଜମି ବିକ୍ରି କରି ଜଗାକୁ ୨୦ ଲକ୍ଷଟଙ୍କା ଦାନ

mahabharatanews

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ଇସ୍ପାତ କାରଖାନା

mahabharatanews