ଭାରତ

ଶପଥ ନେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ

(ଛତିଶଗଡ଼) : ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ । ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ ଏବଂ ବିଜୟ ଶର୍ମା । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ ।

ସୂଚନାନୁଯାୟୀ, ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଦଳର ବରିଷ୍ଠ ନେତା ଅମିତ ଶାହ, ଜେ.ପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଥିଲେ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ । କୁକୁର ଆକ୍ରମଣରେ ହୋଇଥିଲା ଶିଶୁର ମୃତ୍ୟୁ, ୧୦ ଲକ୍ଷ ତଣ୍ଡ ଗଣିବ ପୁରୀ ପୌରପାଳିକା ସୂଚନାଥାଉ ଯେ, ବିଷ୍ଣୁଦେବ ସାଏ ଛତିଶଗଡ଼ର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ।

Related posts

ବିଚ୍‌ ରାସ୍ତାରେ ଚୌକି ଉପରେ ବସି ମଦ ପିଇଲେ ୟୁଟ୍ୟୁବର୍‌

mahabharatanews

ଦୀର୍ଘ ୨୩ ବର୍ଷ ପରେ ରଣଜୀ ଟ୍ରଫି ଫାଇନାଲରେ ପ୍ରବେଶ କଲା ମଧ୍ୟପ୍ରଦେଶ

mahabharatanews

ମାଟ୍ରିମୋନି ସାଇଟ ରେ ବିବାହ ଖୋଜିବାକୁ ଯାଇ ଠକିଗଲେ ଯୁବକ

mahabharatanews