ଭାରତ

ଶପଥ ନେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ

(ଛତିଶଗଡ଼) : ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ । ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ ଏବଂ ବିଜୟ ଶର୍ମା । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ ।

ସୂଚନାନୁଯାୟୀ, ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଦଳର ବରିଷ୍ଠ ନେତା ଅମିତ ଶାହ, ଜେ.ପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଥିଲେ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ । କୁକୁର ଆକ୍ରମଣରେ ହୋଇଥିଲା ଶିଶୁର ମୃତ୍ୟୁ, ୧୦ ଲକ୍ଷ ତଣ୍ଡ ଗଣିବ ପୁରୀ ପୌରପାଳିକା ସୂଚନାଥାଉ ଯେ, ବିଷ୍ଣୁଦେବ ସାଏ ଛତିଶଗଡ଼ର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ।

Related posts

‘କରୋନା ଏବେ ବି ବିଶ୍ୱସ୍ୱାସ୍ଥ୍ୟ ପ୍ରତି ବିପଦ’ : ଡବ୍ଲୁଏଚଓ 

mahabharatanews

ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ

mahabharatanews

ବିପଦ ସମୟର ବନ୍ଧୁ ହିଁ ହେଉଛନ୍ତି ପ୍ରକୃତ ବନ୍ଧୁ

mahabharatanews