ଓଡିଶା

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ

(ବଲାଙ୍ଗୀରି) : ବଲାଙ୍ଗୀର ସହରରେ ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଠରେ ବନ୍ଦର ପ୍ରଭାବ ପରିଲକ୍ଷିତ ହୋଇଛି। ଫଳରେ ବଲାଙ୍ଗୀରରେ ଦେକାନବଜାର, ସରକାରୀ ବେସକାରୀ ଶିକ୍ଷା ନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ଠପ୍ ହୋଇଯାଇଛି।

ସୂଚନାନୁଯାୟୀ ,ସ୍ନେହଲତା ଛତ୍ରିଆ ଘଟଣାର ସିବିଆଇ ତଦନ୍ତ ଓ ବିଭିନ୍ନ ପୀଡ଼ିତ ମହିଳାଙ୍କୁ ନ୍ୟାୟ ଦାବିରେ ବଲାଙ୍ଗୀର ବିଭିନ ସଂଗଠନ ବନ୍ଦ ଡାକରା ଦେଇଛ। ସକାଳ ୬ଟା ରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର, ଯାନବାହାନ ଚଳାଚଳ ପାଇଁ ନିଷେଧ କରାଯାଇଛି।

Related posts

ଆଳୁ ଦର ବୃଦ୍ଧିକୁ ନେଇ ମନ୍ତ୍ରୀଙ୍କ ବୈଠକ

mahabharatanews

ଆଜିଠୁ ଜଗମୋହନ ଓ ନାଟମଣ୍ତପ ମରାମତି କାର୍ଯ୍ୟ ଆରମ୍ଭ

mahabharatanews

ରାଜ୍ୟର ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ କଡକଡି

mahabharatanews