ଓଡିଶା

୬ରୁ BSKY ନବୀନ କାର୍ଡ ପାଇଁ ପଞ୍ଜୀକରଣ ଆରମ୍ଭ 

(ଭୁବନେଶ୍ୱର) : ଆସନ୍ତା ଜାନୁଆରୀ ୬ରୁ BSKY ନବୀନ କାର୍ଡ ପାଇଁ ଅନ୍‌ଲାଇନ୍‌ ପଞ୍ଜୀକରଣ ଆରମ୍ଭ ହେବ । ଜାନୁୟାରୀ ୧୬ ତାରିଖ ଯାଏଁ ଅନ୍‌ଲାଇନ୍‌ ପଞ୍ଜୀକରଣର ହେବ । BSKYରୁ ବାଦ୍‌ ପଡ଼ିଥିବା ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ ହବ ।

ସୂଚାନୁଯାୟୀ, BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।  ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ।

Related posts

ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

mahabharatanews

ଅନୁମୋଦନ ହୋଇଛି ମାଷ୍ଟରପ୍ଲାନ, ବଦଳିବ ଲୋକସେବା ଭବନ

mahabharatanews

ଜଳିଗଲା ବସ୍‌, ସମସ୍ତ ଯାତ୍ରୀ ସୁରକ୍ଷିତ

mahabharatanews