ଓଡିଶା

ଆସନ୍ତାକାଲିଠୁ ବସ୍ ମାଲିକ ସଂଘର ପ୍ରତିବାଦ 

(ଭୁବନେଶ୍ୱର) : ସରିଲା କଟକ ଘରୋଇ ବସ୍ ମାଲିକ ସଂଘ ବୈଠକ। ଆସନ୍ତା ୨୨ ତାରିଖ ଦିନ ବିଧାନସଭା ଆଗରେ ପ୍ରତିବାଦ ନିଷ୍ପତ୍ତିକୁ ସମ୍ମତି ପ୍ରଦାନ କରାଯାଇଛି ଥିବା ସୂଚନା  । ୧୦୦ ଜଣ ବସ୍ ମାଲିକ ଏହି ପ୍ରତିବାଦରେ ସାମିଲ୍ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅଭିଯୋଗ କରାଯାଇଛି ଯେ ମୋ ବସ ଚଳାଚଳ କ୍ଷେତ୍ରରେ କୌଣସି ନୀତି ନିୟମ କାର୍ଯ୍ୟକାରୀ ହେଉନାହିଁ। କେବଳ ସହରାଞ୍ଚଳରେ ଚାଲିବାକୁ ଥିବାରୁ ତାହା ଅନ୍ୟାନ୍ୟ ରୁଟ୍‌ରେ ଚଳାଚଳ କରିବାରୁ ଘରୋଇ ସଂସ୍ଥା ଗୁଡିକ ଅନେକ କ୍ଷତି ସହୁଥିବା ଅଭିଯୋଗ କରିଛନ୍ତି। ବିଧାନସଭା ଆଗରେ ପ୍ରତିବାଦ ନିଷ୍ପତ୍ତିକୁ ସମ୍ମତି ପ୍ରଦାନ କରାଯାଇଛି ଥିବା ସୂଚନା  । ୧୦୦ ଜଣ ବସ୍ ମାଲିକ ଏହି ପ୍ରତିବାଦରେ ସାମିଲ୍ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।

Related posts

୩୫ଟି ଆଖଡା ଘରକୁ ୫୦ ହଜାର ଟଙ୍କାର ସହାୟତା

mahabharatanews

ଝିମିଟି ଖେଳରୁ ମହାଭାରତ

mahabharatanews

ହୁକାଟୋଲା ଗାଁରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews