ଭାରତ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

(ଛତିଶଗଡ) : ଅଡ଼ୁଆରେ ଛତିଶଗଡ ପୂର୍ବତନ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନାଁରେ ଏତଲା। ମହାଦେବ ବେଟିଂ ଆପ୍ ମାମଲାରେ ବାଘେଲଙ୍କ ସମେତ ଏହି ଆପ୍ ପ୍ରମୋଟରଙ୍କ ବିରୋଧରେ ମାମଲା ରୁଜୁ କରିଛି ପୁଲିସ। ସେମାନଙ୍କ ବିରୋଧରେ ଠକେଇ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ , ଏହାପୂର୍ବରୁ ମାର୍ଚ୍ଚ ୮ରେ ମହାଦେବ ଆପ ସହ ଲିଙ୍କ୍ ଥିବା ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦୁଇ ଜଣଙ୍କୁ ଗିରଫ କରିଥିଲା, ଯେଉଁଥିରେ ଛତିଶଗଡର ବିଭିନ୍ନ ଉଚ୍ଚ ପଦାଧିକାରୀ ତଥା ପ୍ରଶାସନିକ ଅଧିକାରୀ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଯୋଗୀଙ୍କୁ ଭେଟିଲେ ମୁଲାୟମଙ୍କ ବୋହୂ ଅପର୍ଣ୍ଣା, ଉଷ୍ମ ୟୁପି ରାଜନୀତି ଗିରିଶ ତାଲରେଜା ଏବଂ ସୁରଜ ଚୋଖାନୀଙ୍କୁ ଇଡି ମାର୍ଚ୍ଚ ୨ ଏବଂ ମାର୍ଚ୍ଚ ୩ରେ ଗିରଫ କରିଥିଲା। ଇଡି ସେମାନଙ୍କୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ହେପାଜତକୁ ନେଇ ପଚରାଉଚରା କରୁଛି।

Related posts

ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

mahabharatanews

ବିଜେପିରେ ସାମିଲ ହେଲେ ଲଭ୍‌ଲି

mahabharatanews

ବଜେଟ ଉପସ୍ଥାପନ : ସବୁ ବର୍ଗର ବ୍ୟକ୍ତିଙ୍କୁ ଖୁସି କରିବାକୁ ଚେଷ୍ଟା କରିପାରନ୍ତି କେନ୍ଦ୍ରସରକାର

mahabharatanews