ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷା ଫଳ, ଭୁବନେଶ୍ୱରରେ ୯୩.୨୦% ପାସ
(ନୂଆଦିଲ୍ଲୀ):ଆଜି ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସଇ) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରାୟ ୧୮ ଲକ୍ଷ ଛାତ୍ରଛାତ୍ରୀ କୃତକାର୍ୟ୍ୟ ହୋଇଛନ୍ତି। ମଧ୍ୟାହ୍ନ ପ୍ରାୟ ୧୨.୪୫ରେ ସିବିଏସଇ...
