Category : ଦେଶ ବିଦେଶ

ଅପରାଧଦେଶ ବିଦେଶ

ଡାକ୍ତରଙ୍କ ଘରୁ ୩୦୦ କିଲୋଗ୍ରାମର ବିସ୍ଫୋରକ ଜବତ କଲା ଜମ୍ମୁ କାଶ୍ମୀର ପୋଲିସ

mahabharatanews
ନୂଆଦିଲ୍ଲୀ:- ଜମ୍ମୁ କାଶ୍ମୀର ପୋଲିସ ଏକ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ କରିଛି। ଜଣେ ଡାକ୍ତରଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ ସହିତ ଲିଙ୍କ୍ ସନ୍ଦେହରେ ଗିରଫ ହୋଇଥିବା...
Accidentଦୁର୍ଘଟଣାଦେଶ ବିଦେଶବିଶ୍ୱ

ଥାଇଲାଣ୍ଡ ତାରୁତାଓ ଦ୍ୱୀପରେ ବୁଡିଲା ବୋଟ, ୭ ମୃତ, ଶତାଧିକ ନିଖୋଜ

mahabharatanews
ଥାଇଲାଣ୍ଡର ତାରୁତାଓ ଦ୍ୱୀପରେ ବୁଡିଲା ବୋଟ । ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ନିଖୋଜ ରହିଛନ୍ତି । ବୋଟରେ ୩୦୦ରୁ ଅଧିକ ଯାତ୍ରୀ ଥିଲେ । ବୋଟଟି ମିଆଁମାରରୁ ମାଲେସିଆ ଯାଉଥିବା ବେଳେ...
ଦେଶ ବିଦେଶଭାରତଵାଣିଜ୍ୟ

ଦେଶରେ ବ୍ୟାଙ୍କଗୁଡ଼ିକର ମିଶ୍ରଣ କରି ଏକ ବିଶ୍ବସ୍ତରୀୟ ବ୍ୟାଙ୍କ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି

mahabharatanews
କେନ୍ଦ୍ର ସରକାର ଦେଶର ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବା ପାଇଁ ଯୋଜନା କରୁଛନ୍ତି । ଯାହାର ଫଳସ୍ଵରୂପ, ସରକାର ବ୍ୟାଙ୍କଗୁଡ଼ିକର ମହାମିଶ୍ରଣ ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ଦେଶରେ ବ୍ୟାଙ୍କଗୁଡ଼ିକର ମିଶ୍ରଣ କରି...
ଦୁର୍ଘଟଣାଦେଶ ବିଦେଶ

ରୁଷିଆର ଦାଗେସ୍ତାନରେ Ka-226 ନାମକ ହେଲିକପ୍ଟର ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ

mahabharatanews
ରୁଷିଆର ଦାଗେସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । Ka-226 ନାମକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଅଚି-ସୁ ଗ୍ରାମ ନିକଟସ୍ଥ କାସ୍ପିଆନ ସାଗର ଅଞ୍ଚଳରେ ହେଲିକପ୍ଟରଟି ନିୟନ୍ତ୍ରଣ...