ଦେଶରେ ବ୍ୟାଙ୍କଗୁଡ଼ିକର ମିଶ୍ରଣ କରି ଏକ ବିଶ୍ବସ୍ତରୀୟ ବ୍ୟାଙ୍କ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି
କେନ୍ଦ୍ର ସରକାର ଦେଶର ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବା ପାଇଁ ଯୋଜନା କରୁଛନ୍ତି । ଯାହାର ଫଳସ୍ଵରୂପ, ସରକାର ବ୍ୟାଙ୍କଗୁଡ଼ିକର ମହାମିଶ୍ରଣ ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ଦେଶରେ ବ୍ୟାଙ୍କଗୁଡ଼ିକର ମିଶ୍ରଣ କରି...
