INS ବ୍ରହ୍ମପୁତ୍ରରେ ଅଗ୍ନିକାଣ୍ଡ ଘଟଣା, ରାଜନାଥଙ୍କୁ ଭେଟିଲେ ନୌସେନା ମୁଖ୍ୟ
ନୂଆଦିଲ୍ଲୀ: INS ବ୍ରହ୍ମପୁତ୍ରରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟି ସ୍ଥିତି ସଂପର୍କରେ ଅବଗତ କରାଇଛନ୍ତି ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ କେ. ତ୍ରିପାଠୀ। ରାଜନାଥ ନିଖୋଜ ନାବିକଙ୍କ ନିରାପତ୍ତା...
