ଟିଜିଟି ନିଯୁକ୍ତି ପାଇଁ ଆସନ୍ତା ୭ ତାରିଖରେ ପରୀକ୍ଷା ଅନୁଷ୍ଠିତ
ଭୁବନେଶ୍ୱର : ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍ଏସ୍ବି) ପକ୍ଷରୁ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ(ଟିଜିଟି) ନିଯୁକ୍ତି ପାଇଁ ଆସନ୍ତା ୭ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଡମିଟ୍ କାର୍ଡ ୱେବସାଇଟ୍ରେ ଉପଲବ୍ଧ ହୋଇଛି। ଆବେଦନକାରୀମାନେ ସେମାନଙ୍କ...
