ଓଡିଶାସ୍ୱାସ୍ଥ୍ୟ୩ ଶହ ତଳେ ରହିଛି କରୋନା ସଂକ୍ରମଣ; ୨୦୩ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsAugust 22, 2022 by mahabharatanewsAugust 22, 20220133 ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି । ତେବେ ଆଜି କରୋନା ସଂକ୍ରମଣ ୩ ଶହ ତଳକୁ ରହିଛି । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୨୮୭ ଥିବାବେଳେ ଆଜି ୨୦୩...
ଓଡିଶାସ୍ୱାସ୍ଥ୍ୟରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଛି ; ୩୨୦ ଜଣ କରୋନା ପଜିଟିଭ ଚିହ୍ନଟmahabharatanewsAugust 20, 2022 by mahabharatanewsAugust 20, 20220158 ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ। ତେବେ ଏହା ଆଜି ୪ ଶହ ତଳେ ରହିଛି। ଗତକାଲି ୩୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା...
ଓଡିଶାସ୍ୱାସ୍ଥ୍ୟକୋମାରେ ଅଭିନେତା ରାଜୁ ଶ୍ରୀବାସ୍ତବmahabharatanewsAugust 19, 2022August 19, 2022 by mahabharatanewsAugust 19, 2022August 19, 20220161 ନୂଆଦିଲ୍ଲୀ: କୋମାରେ ଅଭିନେତା ରାଜୁ ଶ୍ରୀବାସ୍ତବ। ତାଙ୍କ ମ୍ୟାନେଜର ରାଜେଶ ଶର୍ମାଙ୍କ କହିବାନୁଯାୟୀ , ବ୍ରେନ୍ ଡେଡ୍ ହୋଇନାହିଁ, ସେ କୋମାରେ ଅଛନ୍ତି । ଗତକାଲି ଅପେକ୍ଷା ଆଜି ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଛି ।...
ଭାରତସ୍ୱାସ୍ଥ୍ୟ୨୪ ଘଣ୍ଟାରେ ଦେଶରେ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsAugust 17, 2022August 17, 2022 by mahabharatanewsAugust 17, 2022August 17, 20220148 ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ରହିଛି । ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୬...
ଓଡିଶାସ୍ୱାସ୍ଥ୍ୟଶରୀର ପାଇଁ ଅମୃତ ଅପରାଜିତା ଫୁଲmahabharatanewsAugust 16, 2022 by mahabharatanewsAugust 16, 20220228 ଭୁବନେଶ୍ୱର: ଅପରାଜିତା । ଏ ଏମିତି ଏକ ଫୁଲ ଯାହା ଗାଁ ଗହଳିରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ମିଳୁଥିବା ସାଧାରଣ ଗଛଟି । ଏହା ଯେଉଁଠି ନାହିଁ ସେଇଠି ଲଟା ପରି ମାଡିଯାଏ...
ଭାରତସ୍ୱାସ୍ଥ୍ୟ୨୪ଘଣ୍ଟା ମଧ୍ୟରେ ଦେଶରେ ୮ହଜାର ୮୧୩ଟି କରୋନା ଆକ୍ରାନ୍ତ ଚିହ୍ନଟmahabharatanewsAugust 16, 2022 by mahabharatanewsAugust 16, 20220120 ନୂଆଦିଲ୍ଲୀ: ଆଜି ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୮ହଜାର ୮୧୩ଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି । ଜୁନ୍ ୧୫...
ଓଡିଶାସ୍ୱାସ୍ଥ୍ୟପୁଣି ଥରେ କରୋନାରେ ଆକ୍ରାନ୍ତ ହେଲେ ସୋନିଆ ଗାନ୍ଧୀmahabharatanewsAugust 13, 2022 by mahabharatanewsAugust 13, 20220161 ନୂଆଦିଲ୍ଳୀ: ପୁଣି ଥରେ କରୋନାରେ ଆକ୍ରାନ୍ତ ହେଲେ ସୋନିଆ ଗାନ୍ଧୀ। ସେ ଚଳିତବର୍ଷ ଜୁନ୍ ମାସରେ ପ୍ରଥମେ କରୋନା ଆକ୍ରାନ୍ତ ହୋଇଥିଲେ । ଏବେ ପୁଣି ଥରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଏନେଇ...
ଓଡିଶାସ୍ୱାସ୍ଥ୍ୟରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି ;୪୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsAugust 13, 2022 by mahabharatanewsAugust 13, 20220124 ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି । ଗତକାଲି ୫ ଶହ ଉପରେ ଥିଲା ବେଳେ ଆଜି ୫ ଶହ ତଳେ ରହିଛି। ଗତକାଲି ୫୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା...
ଭାରତସ୍ୱାସ୍ଥ୍ୟପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିଲେmahabharatanewsAugust 12, 2022August 12, 2022 by mahabharatanewsAugust 12, 2022August 12, 20220148 ବ୍ୟୁରୋ : ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପର୍ଣ୍ଣ ରହିଛି । ଏହି କ୍ରମରେ ପ୍ରଥମେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ଓ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୁ ଶ୍ରୀବାସ୍ତବଙ୍କ ପରିବାର...
ଓଡିଶାସ୍ୱାସ୍ଥ୍ୟରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି; ୫୮୩ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsAugust 12, 2022August 12, 2022 by mahabharatanewsAugust 12, 2022August 12, 20220137 ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। ଗତକାଲି ୫୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ...