ରାଗିଂର ଛାତିଥରା ଚିତ୍ର, ଜୁନିୟରଙ୍କୁ ନିର୍ଘାତ ମାଡ଼ ମାରୁଥିବାର ଭିଡିଓ ଭାଇରାଲ
ଜୁନିୟରଙ୍କୁ ଗାଈଗୋରୁଙ୍କ ଭଳି ମାଡ଼ ମାରିଲେ ସିନିୟର । ସାମ୍ନାକୁ ଆସିଛି ଛାତି ଥରାଇ ଦେବା ଭଳି ଭିଡିଓ। ଶିକ୍ଷାନୁଷ୍ଠାନକୁ ରାଗିଂମୁକ୍ତ ପାଇଁ ନିର୍ଦ୍ଦେଶ ରହିଛି। ତଥାପି ଅନେକ ସମୟରେ ଅଧିକାଂଶ ଶିକ୍ଷାନୁଷ୍ଠାନରେ ଜୁନିୟରମାନେ...
