ଏପ୍ରିଲରେ ଖାଦ୍ୟ ସାମଗ୍ରୀ ମହଙ୍ଗା,ବଢ଼ିଲା ଖୁଚୁରା ମୁଦ୍ରାସ୍ଫୀତି…
ଖାଦ୍ୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ଯୋଗୁଁ ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତିରେ ସାମାନ୍ୟ ବୃଦ୍ଧି ଘଟିଛି। ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ୦.୦୮ ପ୍ରତିଶତ ବୃଦ୍ଧି ପାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଅକ୍ଟୋବରଠାରୁ ମୁଦ୍ରାସ୍ଫୀତି ନିରନ୍ତର...
