ଟି୨୦ ବିଶ୍ୱକପରେ ଗୁରୁବାର ଭାରତ ନିଜର ଦ୍ୱିତୀୟ ମୁକାବିଲା ନାମିବ୍ୟା ବିପକ୍ଷରେ ଖେଳିବ
ଟି୨୦ ବିଶ୍ୱକପରେ ଗୁରୁବାର ଭାରତ ନିଜର ଦ୍ୱିତୀୟ ମୁକାବିଲା ନାମିବ୍ୟା ବିପକ୍ଷରେ ଖେଳିବ । ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଭାରତ ଏବଂ ନାମିବିୟା ମଧ୍ୟରେ ଖେଳାଯିବ ମ୍ୟାଚ୍ । ଚଳିତ ବିଶ୍ବକପ୍ରେ ନାମିବ୍ୟା...
