ଓଡିଶା

୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

(ଭୁବନେଶ୍ୱର) : ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଆଜି ବଡ଼ିଭୋରରୁ ପୁରୀ ଯାଇ ସାଢ଼େ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ , ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ,ପୁନରୁଦ୍ଧାର ସମୟରେ ମଠଗୁଡ଼ିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ,ପରିକ୍ରମା ପ୍ରକଳ୍ପ ଲାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ।

Related posts

ଜୈବିକ ଚାଷର ପ୍ରସାର ପାଇଁ କର୍ମଶାଳା

mahabharatanews

ସାମ୍ବାଦିକ ନେଲେ କୋଭିଡ ଟୀକା

mahabharatanews

 ନବୀନ ନିବାସରେ ବିଲ୍ ଗେଟ୍ସ

mahabharatanews