ଓଡିଶାଶିକ୍ଷା

+୨ ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ : ୧୦୦ ରୁ ୨୪ ମାର୍କ ରଖିଲେ ହେବେ ପାସ

ଭୁବନେଶ୍ୱର : +୨ ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ।  ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ। ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେଷମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ।  ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ୨ ଛାତ୍ର ଛାତ୍ରୀ। ୨୦ ମାର୍କ ର ଦେବେ ଆସେସମେଣ୍ଟ ପରୀକ୍ଷା।  ଉଭୟ ଆସେଶମେଣ୍ଟ ଓ ଥିଓରୀ ପରୀକ୍ଷା କୁ ମିଶାଇ ୧୦୦ ମାର୍କ ର ପରୀକ୍ଷା ଦେବେ। ୧୦୦ ରୁ ୨୪ ମାର୍କ ରଖିଲେ ହେବେ ପାସ। ପିଲାଙ୍କୁ ବୋର୍ଡ ପରୀକ୍ଷା ଚାପ କମାଇବା ଓ ଭଲ ନମ୍ବର ସ୍କୋର୍ କରିବା ପାଇଁ ନେସନାଲ ଢାଞ୍ଚା ରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିଷ୍ପତି।  ପୂର୍ବରୁ ମାର୍କିଙ୍ଗ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ। ଏଣୁ ପିଲାଙ୍କ ସୁବିଧା ପାଇଁ ନୂଆ ଢାଞ୍ଚାରେ ଚଳିତ ଥର ମାର୍କ ଦିଆଯିବ।

Related posts

ଆସନ୍ତା ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

mahabharatanews

ପୁଅର ଉଦ୍ଧାର ପାଇଁ ବାପାଙ୍କ କରୁଣ ପ୍ରାର୍ଥନା

mahabharatanews

ଜିଲ୍ଲା ସଭାପତିଙ୍କ ଗାଡିକୁ ଧକ୍କା ଦେଲା ବରଯାତ୍ରୀ ଗାଡି

mahabharatanews