ଭାରତ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ନକ୍ସଲ 

(ଛତିଶଗଡ଼) : ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ।ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲ ନିପାତ । ଛତିଶଗଡ଼ର ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ଘଟଣାସ୍ଥଳରୁ ବହୁ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି ।

ସୂଚନାନୁଯାୟୀ , ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିମାଡ଼ ଆରମ୍ଭ କରି ଦେଇଥିଲେ । ନିହତ ନକ୍ସଲଙ୍କ ମଧ୍ୟରେ ଦରଭା ଡିଭିଜିନର ଏଲଓସି କମାଣ୍ଡର ରହିଥିବା ଜଣାପଡ଼ିଛି । ସମସ୍ତ ୩ ନକ୍ସଲଙ୍କ ମୃତଦେହ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି । ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା ।

Related posts

ମଦ ଦୁର୍ନୀତି:ଜାମିନ ଆବେଦନ ଉପରେ ଶୁଣାଣି ଆଜି

mahabharatanews

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନିଙ୍କୁ ଭେଟିଲେ ନରେନ୍ଦ୍ର ମୋଦି

mahabharatanews

ଶପଥ ଗ୍ରହଣ କଲେ ଆମ୍‌ ଆଦ୍‌ମୀ ପାର୍ଟି’ର ୧୦ଜଣ ବିଧାୟକ

mahabharatanews