ଓଡିଶାରାଜନୀତି

୩ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ ତିନି ଜଣ ନୂଆ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତି କରିଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ୟ୍ୟ, ଦେବୀ ପ୍ରସାଦ ମିଶ୍ର ଏବଂ ସାରଦା ପ୍ରସାଦ ନାୟକ। ଆଜି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ପୂର୍ବରୁ ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ସେ ହେଉଛନ୍ତି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ। ଏ ନେଇ ଦୀପାଳି ଝାରସୁଗୁଡାରେ ତାଙ୍କର ପ୍ରଚାର ଆରମ୍ଭ କରିସାରିଲେଣି। ଏହି ସ୍ଥାନରେ ଆସନ୍ତା ମେ ୧୦ ତାରିଖରେ ଉପନିର୍ବାଚନ ହେବ।

Related posts

ପାଟଣାରେ ଫୁଟିଲା ବିରଳ ବ୍ରହ୍ମକମଳ

mahabharatanews

ବନ୍ଧା ହେଲା ବ୍ରାଉନସୁଗାର ବେପାରୀ

mahabharatanews

କାରରୁ ଗଞ୍ଜେଇ ଜବତ, ୩ ଗିରଫ

mahabharatanews