ଓଡିଶା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ

ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୋଲିସ ଡିଜି, ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

Related posts

ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

mahabharatanews

୨୦ଜଣ ସରପଞ୍ଚଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

mahabharatanews

ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ନିମନ୍ତେ ତିନି ରଥ କାଠ ଚିରଟ ପ୍ରକ୍ରିୟା

mahabharatanews