ଓଡିଶା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ

ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୋଲିସ ଡିଜି, ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

Related posts

ଶିଳ୍ପାଞ୍ଚଳରୁ ହଟିଲା ଜବରଦଖଲ: 12 ରେ’ପରିବାର ଟ୍ରାଞ୍ଜିଟ ହାଉସକୁ ସ୍ଥାନାନ୍ତର

mahabharatanews

ଘନ କୁହୁଡ଼ି ଯୋଗୁଁ ଭୁବନେଶ୍ୱରରେ ବିମାନ ଚଳାଚଳ ବାଧାପ୍ରାପ୍ତ

mahabharatanews

ହାଇଦ୍ରାବାଦ ଗଣଦୁଷ୍କର୍ମ ଏବଂ ହତ୍ୟା ପ୍ରତିବାଦରେ ପାରାଦ୍ୱୀପ ବିଜେପି ପକ୍ଷରୁ ଶୋଭଯାତ୍ରା

mahabharatanews