ଓଡିଶା

ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିବେ ନିଯୁକ୍ତି ପତ୍ର । ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦିଆଯିବ । କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର । ସେପଟେ ୨୭ ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।

Every District In Odisha Will Have An Industrial Project, Says Mohan Charan Majhi – Outlook Business

ଆଜି ଓୟୁଏଟି କୃଷି ଶିକ୍ଷା ସଦନରେ ଅନୁଷ୍ଠିତ ହେବାକୁ ଥିବା ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ଯୋଗ ଦେବେ । ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ । ଝାରସୁଗୁଡ଼ା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ଼, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ ।

Bhubaneswar: Journalists in Odisha allowed entry into the State Secretariat (Lok Seva Bhawan) after a long gap as the new BJP government takes charge . Entry of journalists to the Secretariat premises

Related posts

ଗୃହ ନଚାଲିବା ନେଇ ବାଚସ୍ପତିଙ୍କୁ ଦୋଷ ଦେଲେ ନରସିଂହ ମିଶ୍ର

mahabharatanews

କୋରାପୁଟ ଜିଲ୍ଲାରୁ ୪୦୦ ରକ୍ତ ନମୁନା ସଂଗ୍ରହ କରୁଛି ଆରଏମ୍ଆରସି

mahabharatanews

ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ୟ୍ୟରତ କର୍ମଚାରୀ ଓ ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା

mahabharatanews