ଓଡିଶା

 ବିଜୟ ପରେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ 

(ଭୁବନେଶ୍ୱର) :  ତିନି ରାଜ୍ୟରେ ବିଜେପିର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ସେ ଟେଲିଫୋନ ଯୋଗେ କଥା ହୋଇ ବିଜୟର ଅଭିନନ୍ଦନ ଜଣାଇଥିବା ସୂଚନା ମିଳିଛି  ।

ସୂଚନାନୁଯାୟୀ , ଅଜୁ ଭୋଟ ଗଣତି ସରିଛି । ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଛତିଶଗଡ଼ ଓ ରାଜସ୍ଥାନରେ କଂଗ୍ରେସ ହାତରୁ ବିଜେପି ସରକାର ଛଡ଼ାଇ ନେଇଛି । ଏହା ସହ ମଧ୍ୟପ୍ରଦେଶରେ ବିଜେପି ପୁଣି ଥରେ ସରକାର ଗଠନ କରିବାକୁ ବହୁମତ ହାସଲ କରିଛି । ବିଜେପି ଏହି ବିଜୟର ଶ୍ରେୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଇଛି । ମୋଦୀଙ୍କ ଲୋକପ୍ରିୟତା ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଛତିଶଗଡ  ମାତ୍ର ରବିବାର ପଡ଼ୁଥିବାରୁ ଏକାଧିକ ସଂଗଠନ ବିରୋଧ କରିଥିଲେ । ମିଜୋରାମରେ ଖ୍ରୀଷ୍ଟିୟାନଙ୍କ ସଂଖ୍ୟା ଅଧିକ । ରବିବାର ୩ ତାରିଖ ହେଉଛି ଇଷ୍ଟର । ତେଣୁ ଖ୍ରୀଷ୍ଟିୟାନଙ୍କ ପାଇଁ ଏହା ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଦିନ । ତେଣୁ ଦାବି ଅନୁସାରେ ତାରିଖ ବଦଳାଇଥିଲେ ନିର୍ବାଚନ କମିଶନ  ।

Related posts

ମହାପ୍ରଭୁଙ୍କ ନବମୀ ଦିନ, ସନ୍ଧ୍ୟା ୫ଟାରୁ ଦର୍ଶନ ବନ୍ଦ

mahabharatanews

ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

mahabharatanews

କୋଣାର୍କ ‘ଝୁଲଣ’ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

mahabharatanews