ଓଡିଶା

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଜ୍ଞାପନ କରିଛନ୍ତି । ଆଜି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ । ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ କୃଷ୍ଣଚନ୍ଦ୍ର ଗଜପତିଙ୍କ ଅତୁଳନିୟ ଅବଦାନ ରହିଛି । ଯେଉଁ ସମୟରେ ଗଡଜାତ ରାଜାମାନେ ନିଜ ନିଜ ଭିତରେ ଗୃହ ଯୁଦ୍ଧ କରୁଥିଲେ ସେ ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ପ୍ରୟାସ ଆରମ୍ଭ କରିଥିଲେ । ମଧୁବାବୁଙ୍କ ସହ ମିଶି ଅନ୍ୟ ଗଡଜାତ ରାଜ୍ୟମାନଙ୍କୁ ଉତ୍କଳରେ ମିଶ୍ରଣ ପାଇଁ ପ୍ରେରିତ ଦେଉଥିଲେ ମହାରାଜା । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 

 

Related posts

ସ୍ୱାଧୀନ ଓ ନିରପେକ୍ଷ ଖବର ପରିବେଷଣ ଉପରେ ଗୁରୁତ୍ୱାରୋପ

mahabharatanews

ଖବର ପ୍ରସାରଣ ପରେ ନିର୍ମାଣ କାର୍ୟ୍ୟ ଆରମ୍ଭ

mahabharatanews

ବାରକୋଟ ବ୍ଲକର କଣ୍ଢଳ ଗ୍ରାମରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

mahabharatanews