ଓଡିଶା

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଜ୍ଞାପନ କରିଛନ୍ତି । ଆଜି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ । ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ କୃଷ୍ଣଚନ୍ଦ୍ର ଗଜପତିଙ୍କ ଅତୁଳନିୟ ଅବଦାନ ରହିଛି । ଯେଉଁ ସମୟରେ ଗଡଜାତ ରାଜାମାନେ ନିଜ ନିଜ ଭିତରେ ଗୃହ ଯୁଦ୍ଧ କରୁଥିଲେ ସେ ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ପ୍ରୟାସ ଆରମ୍ଭ କରିଥିଲେ । ମଧୁବାବୁଙ୍କ ସହ ମିଶି ଅନ୍ୟ ଗଡଜାତ ରାଜ୍ୟମାନଙ୍କୁ ଉତ୍କଳରେ ମିଶ୍ରଣ ପାଇଁ ପ୍ରେରିତ ଦେଉଥିଲେ ମହାରାଜା । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 

 

Related posts

ଆଉ ଜଣେ ପୁଲିସ କରୋନା ଯୋଦ୍ଧାଙ୍କ ମୃତ୍ୟୁ

mahabharatanews

 ସ୍ୱାଧୀନତା ଦିବସରେ ନକ୍ସଲଙ୍କ ହିଂସା କାଣ୍ଡ ; ଆଖି ବୁଜିଲେ ୨ ଯବାନ  

mahabharatanews

ବହୁ ଚର୍ଚ୍ଚିତ କୁଶକିଳା ଡବଲ ମଡ଼ର ଘଟଣା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲା କୋର୍ଟ

mahabharatanews