ଓଡିଶା

ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ

(ଭୁବନେଶ୍ୱର) : ରାଜ୍ୟରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଜନାର ଶୁଭାରମ୍ଭ କରି କହିଛନ୍ତି ‘ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ । ମାଆମାନେ ଭଲ କାମ କରୁଛନ୍ତି । ୧୫ହଜାର ମାଆଙ୍କୁ ସ୍କୁଟର ଦିଆଯାଇଛି । ଆଗାମୀ ଦିନରେ ୨ଲକ୍ଷ ମାଆ ସ୍କୁଟର ପାଇବେ । ବିଏଲଏଫ ଓ ଡିଏଲଏଫଙ୍କ ପାଇଁ ଗାଡ଼ି ବ୍ୟବସ୍ଥା କରାଯାଇଛି । ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮କୋଟି ଟଙ୍କାର ସୁଧ ଋଣ ଛାଡ଼ ହେବ ।’

Related posts

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ

mahabharatanews

ମଣ୍ଡିରୁ ଧାନ ତୁରନ୍ତ ଉଠାଇବା ଦାବିରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews

ଅଚାନକ ଓଲଟି ପଡିଲା  ଟାଟା ଏସି , ୨୦ ଶ୍ରମିକ ଆହତ 

mahabharatanews