ଓଡିଶା

ଶଙ୍ଖ ଭବନରେ ଶେଷ ଦର୍ଶନ

(ଭୁବନେଶ୍ୱର) :  ବରିଷ୍ଠ ନେତା ଡ ଦାମୋଦର ରାଉତଙ୍କୁ ଶଙ୍ଖ ଭବନରେ ତାଙ୍କୁ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍, ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି ।

ସୂଚନାନୁଯାୟୀ , ଏରସମା ପରିକ୍ରମା ପରେ ପୁରୀ ସ୍ଵର୍ଗଦ୍ଵାର ଅଭିମୁଖେ ବାହାରିବ ଦାମୋଦର ରାଉତଙ୍କ ପାର୍ଥିବ ଶରୀର । ପୁରୀ ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ । ଶୁକ୍ରବାର ସକାଳେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ହୃଦଘାତ ପରେ ସେ ଗୁରୁତର ହୋଇପଡ଼ିଥିଲେ । ବ୍ରେନଡେଡ ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି ।

Related posts

ଆଇଏଏସ ସ୍ତରରେ ଅଦଳ ବଦଳ, ଅନୁ ଗର୍ଗ ୱାର୍ଟର ରିସୋର୍ସ ଡିପାର୍ଟମେଣ୍ଟର ପ୍ରିନ୍ସିପାଲ ସେକ୍ରେଟାରୀ ନିଯୁକ୍ତ

mahabharatanews

ଟ୍ରକ୍ ତଳେ ଚାପି ହୋଇ ବାଇକ୍ ଆରୋହୀ ମୃତ

mahabharatanews

ଜାତୀୟ ପୁରସ୍କାର ପାଇବେ ଓଡିଶାରୁ ଦୁଇ ଶିକ୍ଷକ

mahabharatanews