ଓଡିଶା

ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ନିଜ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ସେ ଏ ନେଇ ପୋଷ୍ଟ କରିଛନ୍ତି । ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଦେଶର ସମସ୍ତ ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସୂଚନାନୁଯାୟୀ ,  ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଓ ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଏହା ହେଉଛି ଶୀତଳଷଷ୍ଠୀର ଆଦ୍ୟ ପର୍ବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ ଅନୁଦାନ ସଂଗ୍ରହ କରାଯିବ। କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି ।

Related posts

୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା

mahabharatanews

“ମୋଦୀଙ୍କ ଟିପ୍ପଣୀ ପ୍ରଭୁ ଜଗନ୍ନାଥଙ୍କ ପାଇଁ ଏକ ଅପମାନ”:  ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ

mahabharatanews

ଆଲୋକ ସାହୁ କେନ୍ଦ୍ରାପଡା ବ୍ଲକ ବିଜେଡି ସଭାପତି ନିର୍ବାଚିତ

mahabharatanews