ଓଡିଶାଶିକ୍ଷା

ଚଳିତ ବର୍ଷ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା

କଳାହାଣ୍ଡି : ଭବାନୀପାଟଣା ମେଡିକାଲ କଲେଜକୁ ମିଳିଲା ଅନୁମତି । ଚଳିତ ବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା । ୧୦୦ ଏମବିବିଏସ ସିଟକୁ ଅନୁମୋଦନ ଦେଲା ଏନଏମସି । ଚଳିତ ଶିକ୍ଷା ବର୍ଷରୁ ପାଠପଢା ଆରମ୍ଭ ନେଇ ଅନୁମତି ଦେଇଛି ନ୍ୟାସନାଲ ମେଡିକାଲ କମିଶନ । ୨୦୨୩-୨୪ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା । ଅଗଷ୍ଟ-ସେପ୍ଟେମ୍ବରରୁ ଆରମ୍ଭ ହେବ ନାମ ଲେଖା ପକ୍ରିୟା ।

Related posts

ପାଟଣାରେ ଫୁଟିଲା ବିରଳ ବ୍ରହ୍ମକମଳ

mahabharatanews

ପରୀକୁ ନ୍ୟାୟ ଓ ଶିଶୁ ଅତ୍ୟାଚାର ରୋକିବା ଦାବିରେ ଜିଲ୍ଲା କଂଗ୍ରେସର ଧାରଣା

mahabharatanews

ଅଚାନକ ବଦଳିଲା ପାଗ : ୨ ଜିଲ୍ଲାରେ  ପ୍ରବଳ ବର୍ଷା ସମ୍ଭାବନା  

mahabharatanews