ଓଡିଶା

ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ରଙ୍ଗ ପର୍ବର ହୋଲି। ସାରା ଦେଶ ଉତ୍ସବମୁଖର। ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ଟୁଇଟର ଜରିଆାରେ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ସମସ୍ତେ କୋଭିଡ ନିୟମ ପାଳନ କରି ଉତ୍ସବରେ ସାମିଲ ହୁଅନ୍ତୁ। ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ।

Related posts

ପ୍ରଶ୍ନପତ୍ର ଲିକ ମାମଲା : ମଙ୍ଗଳବାର ରାତିରେ ୮ ଜଣଙ୍କୁ କୋର୍ଟ ଚାଲାଣ କଲା କେସିଙ୍ଗା ପୋଲିସ

mahabharatanews

ରାଜଧାନୀରେ ରାବଣ ପୋଡିପାଇଁ ୬ଟି ସ୍ଥାନକୁ ଅନୁମତି

mahabharatanews

ଟ୍ରାକ୍ଟର ଦୁର୍ଘଟଣାରେ ମହିଳା ମୃତ୍ୟୁ

mahabharatanews