ଓଡିଶା

କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କମଳା ପୂଜାରୀ ଜଣେ ଅସାଧାରଣ ମହିଳା ଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅବଦାନ ସ୍ମରଣୀୟ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ମୁଖ୍ୟମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିବା ସହ ତାଙ୍କ ପୁଅ ଟଙ୍କଧରଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ।

 

Related posts

ପୁଣି ଅଲୋଡା ହେଲା ଶିଶୁ କନ୍ୟା

mahabharatanews

ରାଜ୍ୟରେ ଅପଗ୍ରେଡ ଶହେ ହାଇସ୍କୁଲ: ଗଣଶିକ୍ଷା ମନ୍ତ୍ରୀ

mahabharatanews

ରାଜ୍ୟରେ ପୁଣି ୪୯୫ ବଢିଲା କରୋନା ସଂକ୍ରମିତ

mahabharatanews