ଓଡିଶା

ନୂଆ ରୂପ ପାଇବ ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ, ବ୍ୟୟ ମଞ୍ଜୁରୀ 

(କୋରାପୁଟ) : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯିବ ।

ସୂଚନାନୁଯାୟୀ , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭିକେ ପାଣ୍ଡିଆନ ଗତ ଫ୍ରେବୃୟାରୀ ୩ ତାରିଖ ଦିନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ,ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି 5T ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Related posts

ଇଚ୍ଛାଧୀନ କୋଟାରେ ସରକାରୀ ଜାଗା ନେବା ଉପରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ

mahabharatanews

ଆଇସୋଲେସନ୍ ସେଣ୍ଟରରେ ଗଞ୍ଜାମ ଜିଲ୍ଲାପାଳ

mahabharatanews

୨୦୨୪ କଂଗ୍ରେସ ଲାଗି ଶେଷ ସୁଯୋଗ: ଜୟଦେବ ଜେନା

mahabharatanews