ଓଡିଶା

ଜଟଣୀ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାକୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କାର୍ତ୍ତିକେୟନ୍‌ ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ।  ଉକ୍ତ ବୈଠକରେ ୫ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

 

 

Related posts

ଉପାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

mahabharatanews

ଆଜି ପବିତ୍ର ହନୁମାନ ଜୟନ୍ତୀ

mahabharatanews

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ ଓ ଶାଶୁ ଗିରଫ

mahabharatanews