ଓଡିଶାରାଜନୀତି

୨୮ରେ ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ

ବିଧାନସଭାରେ ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଥିବା ଅତିରିକ୍ତ ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନର ତୃତୀୟ ମହଲାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ୧୦ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।

Opposition disrupts Odisha assembly over law and order issues

ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୭ରୁ ଆରମ୍ଭ ହେବ। ପ୍ରଥମଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ। ୨୮ରେ ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ତେବେ ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ସରକାର ୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଣିଥିଲେ। ସେଥିରେ ସରକାରୀ କାର୍ଯ୍ୟକ୍ରମ ବାବଦରେ ୧୦,୧୫୫ କୋଟି ଟଙ୍କା ରହିଥିବାବେଳେ ପ୍ରଶାସନିକ ବ୍ୟୟ ବାବଦରେ ୧୬୮୫ କୋଟି ଏବଂ ଅବଶିଷ୍ଟ ଟଙ୍କା ଅନ୍ୟାନ୍ୟ ବାବଦରେ ଖର୍ଚ୍ଚ ଅଟକଳ ରହିଥିଲା।

Odisha Assembly's Winter Session likely to be stormy - OrissaPOST

Related posts

ଶିମିଳିପାଳ ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଜିନ୍ନତ୍

mahabharatanews

କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ; ସତର୍କ ଜାରି 

mahabharatanews

ଏରେଣ୍ଡେଇ ପଞ୍ଚାୟତକୁ ସଟ ଡାଉନ କଲେ ସରପଞ୍ଚ

mahabharatanews